ଜୀବନଟା କାହା ପାଇଁ କେମିତି । ଜଣକ ପାଇଁ ଜୀବନ ପକ୍ଷୀର ପର ପରି ହାଲୁକା ତ ଆଉ କାହା ପାଇଁ ଗୋଟେ ଓଜନିଆ ପଥର ପରି ବୋଝ । କୁନ୍ଦେରାଙ୍କ ଦୃଷ୍ଟିରେ ଆମର ବୋଝ ଯେତିକି ଅଧିକ ହୁଏ, ମାଟି ସହିତ ଜୀବନ ସେତିକି ନିବିଡ଼ ହୁଏ । ଅପରପକ୍ଷେ ବୋଝ ନଥିଲେ ମଣିଷର ଜୀବନ ପବନ ପରି ହାଲୁକା ହେଇଯାଏ । ଉପରକୁ ଉଠିଉଠିକା ଯାଏ ଆଉ ମଣିଷର ଜୀବନ କ୍ରମଶଃ ଅର୍ଦ୍ଧସତ୍ୟ ଓ ନଗଣ୍ୟ ହେଇଯାଏ । ତେବେ ଆମେ କୋଉଟାକୁ ବାଛିବା କଥା- ହାଲୁକା ନା ଓଜନ? ତାଙ୍କର ବହୁ ଚର୍ଚ୍ଚିତ ଉପନ୍ୟାସ 'The Unbearable Lightness of Being' ରେ ଏପରି ଏକ ଜୀବନ ଦର୍ଶନକୁ ଏକ ଭିନ୍ନ ଶୈଳୀରେ ଅବତାରଣା କରାଯାଇଛି ।

"ହାଲୁକା ମଣିଷ'- ଏହି ବହିଟିର ଓଡ଼ିଆ ଅନୁବାଦ ଆମର ଓଡ଼ିଆ ପାଠକଙ୍କ ଉଦ୍ଦେଶ୍ୟରେ ଏକ ବୌଦ୍ଧିକ ପ୍ରୟାସ ମାତ୍ର ।



Other Formats & Editions

More from Milan Kundera

A Kidnapped West
Milan Kundera
Hardcover
April 2023
$32.49
$31.99
Loading...
 
 
Haluka Manisha
Milan Kundera
Paperback
November 2021
$30.99
Loading...
 
 

All of the products displayed on this website are supposed to be Christian.

However, occasionaly some products get added and slip through our automated content filters unnoticed by our Admins.

If you notice anything that shouldn't be here, please help us out and let us know by clicking the following button:

Flag this Product